www.samajalive.in
Wednesday, December 10, 2025
17.1 C
Bhubaneswar

ଓଡ଼ିଶା ବିଧାନସଭା ନିର୍ବାଚନ – ଜାଣନ୍ତୁ କେଉଁଠି କେଉଁଦିନ

ଡେସ୍କ: ନିର୍ବାଚନ କମିଶନ ଆଜି ଲୋକସଭା ଓ ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା କରିଛନ୍ତି। ସେହି ଘୋଷଣା ଅନୁଯାୟୀ, ଓଡ଼ିଶାରେ ବିଧାନସଭା ଲାଗି ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୧୪୭ଟି ବିଧାନସଭା ଆସନ ପାଇଁ ଏହି ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩ରେ ୨୮ଟି, ମେ’ ୨୦ରେ ୩୫ଟି, ମେ’ ୨୫ରେ ୪୨ଟି ଓ ଜୁନ୍‌ ୧ରେ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଜୁନ ୪ରେ ଭୋଟ ଗଣତି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ମେ’ ୧୩: ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା

- Advertisement -

ମେ’ ୨୦: ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି

ମେ’ ୨୫: କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼

ଜୁନ୍‌ ୧: ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories