www.samajalive.in
Sunday, December 14, 2025
26.1 C
Bhubaneswar

ସ୍ୱଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଆଜି ଭାରତ ନିର୍ବାଚନ ଆୟୁକ୍ତ ରାଜ୍ୟରେ ୨୧ ଟି ଲୋକସଭା ଏବଂ ୧୪୭ଟି ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତରିଖ ଘୋଷଣା କରିଛନ୍ତିା ଏଥ# ସହ ସମଗ୍ର ଦେଶରେ ଆଦର୍ଶ ଆଚାରଣ ବିଧି ଲାଗୁ ହୋଇଛିା

ନିର୍ବାଚନ ଘୋଷଣା ହେବା ପରେ ଏକ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ
ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧ#ମାନଙ୍କ ସହ ଆଲୋଚନା କରିଥ#ଲୋ ରାଜ୍ୟରେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ଶ୍ରୀ ଧଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିବା ସହ ଆଦର୍ଶ ଆଚାରଣ ବିଧିର କଡ଼ାକଡ଼ି ଅନୁପାଳନ କରିବାକୁ ଅନୁରୋଧ କରିଥ#ଲୋ ରାଜ୍ୟରେ ସ୍ୱଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳ ପ୍ରତିବଦ୍ଧତା ପ୍ରଦର୍ଶନ କରିବେ ବୋଲି ଶ୍ରୀ ଧଳ ଆଶାବ୍ୟକ୍ତ କରିଥ#ଲୋ

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories