www.samajalive.in
Sunday, December 14, 2025
15.1 C
Bhubaneswar

ମହୁଲ ଗଛରୁ ନିଆଁ ଲାଗି ତିନି ବଖରା ଘର ଭସ୍ମିଭୂତ

ଚାରିଛକ : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଆଡେଣି ଗଡ଼ ପଞ୍ଚାୟତ ବାରିଙ୍ଗ ସାହିରେ ଆଜି ଜଣେ ଲୋକ ମହୁଲ ଗଛ ତଳେ ନିଆଁ ଲଗାଇ ଘରକୁ ଚାଲି ଯାଇଥିଲା, ହେଲେ ଘାସ କୁଟାରେ ଲାଗିଥିବା ନିଆଁ ଧୀରେ ଧୀରେ ନିଆଁ ପଣ୍ଡିତ ବେହେରାଙ୍କ ଘରେ ଲାଗିଯାଇଥିଲ। ପଣ୍ଡିତ ଜଣେ ଗରିବ ପରିବାର ହୋଇ ଥିବାରୁ ଚାଷ ବାସରୁ ଯାହା ଅମଳ କରି ରଖି ଦେଇ କାମଧନ୍ଦା ପାଇଁ ସ୍ୱାମ ସ୍ତ୍ରୀ ଆଜକୁ ମାସେ ହେବ ଘରେ ତାଲା ପକାଇ ଭୁବନେଶ୍ବର ଯାଇଥିଲେ। ଗ୍ରାମବାସୀ ନିଆଁ ଲିଭାଇବାକୁ  ବହୁ ଚେଷ୍ଟା କରିଥିଲେ କିନ୍ତୁ ଘରଟି ଜଳି ଯାଇଥିଲା। ଚାରିଛକ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନି ବିପନ୍ନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories