www.samajalive.in
Sunday, December 7, 2025
26.1 C
Bhubaneswar

ପିଲା ଚୋରି ସନ୍ଦେହରେ ନିସ୍ତୁକ ମାଡ

ଲକ୍ଷ୍ମୀପୁର: ବନ୍ଧୁଗାଁ ସୁନପାଲମୁଣ୍ଡା ଗାଁରେ ପିଲା ଚୋରି ଗୁଜବରୁ ଚାଞ୍ଚଲ୍ୟ। ପିଲା ଚୋରି ସନ୍ଦେହରେ ଦୁଇ ଯୁବକଙ୍କୁ ନିସ୍ତୁକ ମାଡ ମରାଯାଇଛି। ହାତ ବାନ୍ଧି ଦୁଇ ଯୁବକଙ୍କୁ ଗ୍ରାମବାସୀମାନେ ନିସ୍ତୁକ ମାଡ ମାରିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଦୁଇ ଯୁବକ ଆନ୍ଧ୍ରପ୍ରଦେଶ ପାର୍ବତୀପୁରମର ବୋଲି ଜଣାପଡିଛି। ଘଟଣାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ପରେ ବନ୍ଧୁଗାଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories