www.samajalive.in
Monday, December 8, 2025
13.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ: ୨୧ତାରିଖରେ ପଚରାଉଚରା ପାଇଁ ଡାକରା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ। ଅବକାରୀ ନୀତି ମାମଲାରେ ନବମଥର ପାଇଁ ସମନ କରାଯାଇଛି। ମାର୍ଚ୍ଚ ୨୧ ତାରିଖରେ ହାଜର ହେବାକୁ ଇଡି ପକ୍ଷରୁ ସମନ ଜାରି କରାଯାଇଛି। ସେପଟେ ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଇଡିର ସମନକୁ ଅମାନ୍ୟ କରିଥିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ ନ କରିବା ପାଇଁ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାରତୀୟ ପିଙ୍ଗଳ ପ୍ରୋସିଜର କୋଡର ଧାରା ୧୭୪କୁ ଅବମାନନା କରିଥିଲେ। ଏହି ଧାରା କୌଣସି ବ୍ୟକ୍ତି କିମ୍ବା ଏଜେଣ୍ଟଙ୍କ ଦ୍ୱାରା ଆଇନଗତ ଆଦେଶକୁ ଅବମାନନା କରିବା ସହିତ ଜଡିତ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories