www.samajalive.in
Sunday, December 7, 2025
26.1 C
Bhubaneswar

ମହିଳା ପ୍ରିମିୟର ଲିଗ୍: ଆଜି ରୟାଲ ଚ୍ୟାଲେଞ୍ଜର୍ସ – ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଫାଇନାଲ

ଡେସ୍କ: ମହିଳା ପ୍ରିମିୟର ଲିଗ୍ କ୍ରିକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଜି ଫାଇନାଲ ଖେଳାଯିବ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଖେଳାଯିବ।

ଅପହୃତ ଜାହାଜରୁ ୧୭ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୩୫ ସୋମାଲି ଡକାୟତ ଗିରଫ

- Advertisement -

ମେଗ୍ ଲାନିଂଙ୍କ ନେତୃତ୍ବରେ ଦିଲ୍ଲୀ କ୍ୟାପିଟାଲ୍ସ ଏପର୍ଯ୍ୟନ୍ତ ୮ଟି ମ୍ୟାଚ୍ ରୁ ୬ଟିରେ ବିଜୟୀ ହୋଇଛି। ସ୍ମୃତି ମନ୍ଧାନାଙ୍କ ଅଧିନାୟକତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏପର୍ଯ୍ୟନ୍ତ ମାତ୍ର ୪ଟି ମ୍ୟାଚ୍ ଜିତିଛି।

୫୮ ବର୍ଷରେ ଶିଶୁ ପୁତ୍ରକୁ ଜନ୍ମଦେଲେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣ କୌର

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories