www.samajalive.in
Wednesday, December 10, 2025
17.1 C
Bhubaneswar

ନର୍ସରୀରୁ ମିଳିଲା ନିଖୋଜ ନାବାଳିକାର ମୃତଦେହ

ରାୟଗଡ଼ା: ଗତ ୫ ତାରିଖରୁ ନିଖୋଜ ଥିବା ଜଣେ ନାବାଳିକାର ମୃତଦେହ ନର୍ସରୀରୁ ଉଦ୍ଧାର କରାଯାଇଛି। ମୃତ ନାବାଳିକ ଜଣଙ୍କ ମୁନିଗୁଡ଼ା ଥାନା ବାଇନିବସା ଗାଁର ବୋଲି ଜଣାପଡ଼ିଛି। ନାବାଳିକା ଜଣକ ନିଖୋଜ ହୋଇଥିବା ନେଇ ତା’ର ପରିବାର ଲୋକେ ଥାନା​‌େ​‌ର ଏତଲା ଦେଇଥିଲେ। ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories