www.samajalive.in
Wednesday, December 10, 2025
16.1 C
Bhubaneswar

ପଥଚାରୀ ମୃତ, ଜଳିଗଲା କାର

ସୁନ୍ଦରଗଡ଼: ପଥଚାରୀକୁ ଧକ୍କା ଦେଇ ରାସ୍ତାରେ ଜଳିଗଲା କାର। ଏହି ଦୁର୍ଘଟଣାରେ ପଥଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଛି।  ସଦର ଥାନା ରାଜ୍ୟ ରାଜପଥର କରମଡିହି ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories