www.samajalive.in
Saturday, December 13, 2025
26.1 C
Bhubaneswar

ବଜ୍ରାଘାତରେ ଜଳିଗଲେ ଯୁବକ

ଜଳେଶ୍ୱର: ବଜ୍ରାଘାତରେ ଚାଳ ଘର ସହ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ଭୋଗରାଇ ବ୍ଲକ ଟୁକୁରିହାଜିରା ଗାଁରେ ବଜ୍ରାଘାତ ଯୋଗୁ ଏଭଳି ଅଘଟଣ ଘଟିଛି। ମୃତ ଯୁବକ ନିକଟ ଚିଙ୍ଗୁଡି ଘେରିରେ କାମ କରୁଥିଲେ। କୁଡିଆ ଭିତରେ ଆଶ୍ରୟ ନେବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories