www.samajalive.in
Saturday, December 6, 2025
16.1 C
Bhubaneswar

ପାଣି ସମସ୍ୟା ପ୍ରତିବାଦରେ ମହିଳାଙ୍କ ରାସ୍ତାରୋକ

ପୋଲସରା: ପାଣି ପାଇଁ ରାସ୍ତାରୋକ । ଗଞ୍ଜାମ ପୁରୁଷୋତ୍ତମପୁର ଦାସିଆମାରିପଲ୍ଲୀ ଗାଁରେ ପାଣି ସମସ୍ୟା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଗ୍ରାମବାସୀ। ଗରା, ବାଲଟି, ହାଣ୍ଡି ମାଠିଆ ଧରି ମହିଳା ମାନେ ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ଖବର ପାଇ ପୁରୁଷୋତ୍ତମ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଛି। ତେବେ ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ରାସ୍ତାରୋକ ହଟିବ ନାହିଁ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି।

 

- Advertisement -

 

 

 

 

 

 

कि वो वहां बड़ी संख्या में मर रहे हैं.”

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories