www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି..

ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛି ଦିନ ଧରି ୨ରୁ ୩ ଡିଗ୍ରୀ ଖସିଲା ପାରଦ, ଦୁଇ ଦିନ ଧରି ଏଭଳି ପାଗ ରହିବା ପୂର୍ବାନୁମାନ..

- Advertisement -

ମଙ୍ଗଳବାରଠୁ ଦୁଇ ଦିନ କାଳବୈଶାଖୀ ସମ୍ଭାବନା , କାଲି ପାଇଁ ୧୨ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ..

ଟ୍ରକ୍ ମାଲିକ ସଂଘର କେନ୍ଦୁଝର ବନ୍ଦ ଡାକରା..

ଶୁଆକାଠିଠାରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ, ବନ୍ଦକୁ ସମର୍ଥନ କରୁଛନ୍ତି ୧୫ଟି ସଂଗଠନ..

ଆଜି ଇଡି ସାମ୍ନାରେ ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, କହିଲେ ସମନ ବେଆଇନ୍..

ଇସ୍ତଫା ଦେଲେ ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ..

ଲୋକସଭା ନିର୍ବାଚନ ପୂର୍ବରୁ ବଡ଼ ଧରଣର ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ..

ହଟିଲେ ପଶ୍ଚିମବଙ୍ଗ ଡିଜିପି ଓ ମିଜୋରାମ ଏବଂ ହିମାଚଳ ପ୍ରଦେଶର ସାଧାରଣ ପ୍ରଶାସନିକ ବିଭାଗର ସଚିବ..

ନିର୍ବାଚନ ଆୟୋଗ ସୋମବାର ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି..

ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି..

କଟକ ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିବା ବେଳେ ଆଜି ସୁପ୍ରିମକୋର୍ଟ ସେହି ରାୟ ଉପରେ ରହିତାଦେଶ ଜାରି କରିଛନ୍ତି..

ମାର୍ଚ୍ଚ ୨୧ ସୁଦ୍ଧା ନିର୍ବାଚନୀ ବଣ୍ଡର ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ କରିବାକୁ ଷ୍ଟେଟବ୍ୟାଙ୍କକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories