www.samajalive.in
Friday, December 12, 2025
14.1 C
Bhubaneswar

ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଆତ୍ମସମର୍ପଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଡେସ୍କ: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ଅର୍ଥ ଠକେଇ ମାମଲାର ଅନ୍ୟ ଦୁଇ ଅଭିଯୁକ୍ତ ଅଙ୍କୁଶ ଓ ବୈଭବ ଜୈନଙ୍କ ଜାମିନ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରି ସେମାନଙ୍କୁ ତୁରନ୍ତ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତଙ୍କୁ ଅତିରିକ୍ତ ଏକ ସପ୍ତାହ ପାଇଁ ଆତ୍ମସମର୍ପଣ କରିବାକୁ ସମୟ ଦେବାକୁ ଓକିଲଙ୍କ ଦାବିକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି।

୨୦୨୩ ସରସ୍ୱତୀ ସମ୍ମାନ ପାଇବେ ବିଶିଷ୍ଟ କବି ପ୍ରଭା ବର୍ମା

- Advertisement -

ସତ୍ୟେନ୍ଦ୍ର ଜୈନଙ୍କୁ ଗତ ବର୍ଷ ମେ’ ୨୬ତାରିଖରେ ଡାକ୍ତରୀ କାରଣରୁ ଅନ୍ତରୀଣ ଜାମିନ ମିଳିଥିଲା, ଯାହାକୁ ନିର୍ଦ୍ଧାରିତ ସମୟ ଅନୁଯାୟୀ ବୃଦ୍ଧି କରାଯାଇଥିଲା।

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories