www.samajalive.in
Sunday, December 14, 2025
26.1 C
Bhubaneswar

ଫୁଲବାଣୀ ଦମ୍ପତି ହତ୍ୟା ଘଟଣା: ମାଓବାଦୀ ସମ୍ପୃକ୍ତି ନାହିଁ, ଗୁଣିଗାରେଡି ସନ୍ଦେହରେ ହତ୍ୟା

ଫୁଲବାଣୀ : ମାଓବାଦୀ ନୁହେଁ ବରଂ ଗୁଣିଗାରେଡି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା । ଫୁଲବାଣୀ ଦମ୍ପତି ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ  । ଦମ୍ପତିଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ନେଇ ସୂଚନା ଦେଇଛନ୍ତି କନ୍ଧମାଳ ଏସପି । ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ପୁଲିସ । କହିରଖୁଛୁ ଗତ ୯ ତାରିଖରେ ଗୋଚ୍ଛାପଡା ଥାନା କାଲିବିହାରୀଗାଟାର ଏକ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା । ଏଥିରେ ମାଓବାଦୀ ମାଓବାଦୀଙ୍କ ସମ୍ପୃକ୍ତି ନେଇ ସନ୍ଦେହ କରାଯାଉଥିଲା । ତେବେ ପୁଲିସର ଛାନଭିନ୍ ପରେ ଗୁଣିଗାରେଡି ସନ୍ଦେହରେ ଏହି ହତ୍ୟା ହୋଇଥିବା ଜଣାପଡିଛି । ଏଥିରେ ୧୦ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ପୁଲିସ ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories