www.samajalive.in
Monday, December 8, 2025
13.1 C
Bhubaneswar

ପୋଖରୀରେ ବୁଡି ମହିଳା ମୃତ

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡମସିଣାବିଲା ପଞ୍ଚାୟତ ପାଣୁପଶି ଗ୍ରାମରେ ଜଣେ ମହିଳା ଗ୍ରାମ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ମୃତ ମହିଳା ଗୈରାଙ୍ଗ ବେହେରାଙ୍କ ପତ୍ନୀ କୁନ୍ତଳା ବେହେରା (୪୭) ବୋଲି ଜଣାପଡିଛି। ସେ ଅପରାହ୍ନରେ ଗ୍ରାମ ପୋଖରୀକୁ ଗାଧୋଇବା ପାଇଁ ଯାଇ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି କରିବା ପରେ ପୋଖରୀ ଭିତରୁ ତାଙ୍କୁ ଉଦ୍ଧାର କରାଯାଇ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।‌ ସେଠାରେ ଡାକ୍ତର ମୃତ ଘୋଷଣା କହିଥିଲେ।‌ ଏନେଇ ଢେଙ୍କିକୋଟ ଫାଣ୍ଡିରେ ୧୧/୨୦୨୪ ମୂଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଫାଣ୍ଡି ଏଏସଆଇ ସୁରଥ ଦେହୁରୀ ଶବ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories