www.samajalive.in
Sunday, December 7, 2025
26.1 C
Bhubaneswar

ପୋଲ ମଝିରେ ଖାଲ, ଦୃଷ୍ଟି ଦେଉନାହିଁ ପ୍ରଶାସନ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବସ୍ ଷ୍ଟାଣ୍ଡ ଛକରୁ ଝିଲିମିଣ୍ଡା ଆର୍‌ଡି ରାସ୍ତାର ବୁଗବୁଗା ପଞ୍ଚାୟତ ବୁଗବୁଗା-ଖିରାପାଲି ମଝିରେ ରହିଛି କେଉଁଟି ନାଲା ପୋଲ। ଏହି ପୋଲ ମଝିରେ ଦୀର୍ଘ ଦିନ ହେବ ଏକ ବଡ ଗର୍ତ୍ତ ସୃଷ୍ଟି ହୋଇ ବିପଦକୁ ଆମନ୍ତ୍ରଣ କରୁଛି। ଅଞ୍ଚଳଟି କୃଷି ବହୁଳ ଅଞ୍ଚଳ ଭାବେ ବେଶ୍‌ ପରିଚିତ ଥିବାବେଳେ ଏହି ରାସ୍ତାରେ ପ୍ରତ୍ୟେକ ଦିନ ଛୋଟ ବଡ ଗାଡ଼ି ମଟର ସହ ଲୋକ ତଥା ସ୍କୁଲ କଲେଜ ପିଲା ଯାତାୟତ କରି ସୁରକ୍ଷିତ ମଣୁ ନାହାନ୍ତି। ପୋଲଟି ରାସ୍ତାରୁ ପାଖା ପାଖି ୮/୧୦ଫୁଟ ଖାଲୁଆ ହୋଇଥିବାବେଳେ ସାମାନ୍ୟ ବର୍ଷା ହେଲେ ପୋଲ ଉପରୁ ପାଣି ପ୍ରବାହିତ ହେବା ସହ ବର୍ଷା ଦିନେ ଯିବାଆସିବା ଠପ୍ ହୋଇପଡେ। ଏଥିପ୍ରତି ତୁରନ୍ତ ବିଭାଗୀୟ ଉଚ୍ଚ ଅଧିକାରୀ ତଥା ବରଗଡ ଜିଲାପାଳ ଦୃଷ୍ଟି ଦେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories