www.samajalive.in
Saturday, December 6, 2025
26.1 C
Bhubaneswar

ନବୀନ ନିବାସରେ କୋରାପୁଟ ଆସନ ସମୀକ୍ଷା

ଭୁବନେଶ୍ୱର: ନବୀନ ନିବାସରେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ବସିଛି। ଏଥିରେ କୋରାପୁଟ ପର୍ଯ୍ୟବେକ୍ଷକ ଦିବ୍ୟଶଙ୍କର ମିଶ୍ର, ରାୟଗଡା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ଜଗନ୍ନାଥ ସାରକା ଉପସ୍ଥିତ ରହିଛନ୍ତି। କୋରାପୁଟ ଲୋକସଭା ଅଧୀନରେ କୋରାପୁଟ, ଲକ୍ଷ୍ମୀପୁର, ଜୟପୁର, ପଟ୍ଟାଙ୍ଗୀ, ରାୟଗଡା, ଗୁଣୁପୁର ଓ ବିଷମକଟକ ବିଧାନସଭା କ୍ଷେତ୍ର ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ବିଜୟ ଲାଗି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ଆଲୋଚନା କରିବେ ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories