www.samajalive.in
Sunday, December 7, 2025
14.1 C
Bhubaneswar

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବଦଳିଲା ଲୋଗୋ ଓ ନାଁ

ନୂଆଦିଲ୍ଲୀ: ଆଇପିଏଲ ଚଳିତ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିଜ ଫ୍ରାଞ୍ଚାଇଜର ନାଁ ପରିବର୍ତ୍ତନ କରିଛି। ଅଧିନାୟକ ଫାପ୍‌‌ ଡୁ ପ୍ଲେସିସ, ବିରାଟ କୋହଲି ଓ ସ୍ମୃତି ମାନ୍ଧନା ଆରସିବିର ନୂଆ ନାଁ ଏବଂ ଲୋଗୋ ଓ ଜର୍ସିର ଉନ୍ମୋଚନ କରିଛନ୍ତି। ଏବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବଦଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ରହିବ। ଆଇପିଏଲରେ ନାଁ ବଦଳାଇଥିବା ଫ୍ରାଞ୍ଚାଇଜଙ୍କ ମଧ୍ୟରେ ଆରସିବି ୩ନମ୍ବର ଦଳ ଭାବେ ରହିଛି। ଏହା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ ଓ ପଞ୍ଜାବ କିଙ୍ଗସ ମଧ୍ୟ ନିଜ ଦଳର ନାଁ ବଦଳାଇଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories