www.samajalive.in
Sunday, December 7, 2025
26.1 C
Bhubaneswar

୨ ଲକ୍ଷ ନେଇ ଭିଜିଲାନ୍ସ ଜାଲରେ ଫସିଲେ ମହିଳା ସହକାରୀ ଯନ୍ତ୍ରୀ

ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ପଡିଲେ ମହିଳା ସହକାରୀ ଯନ୍ତ୍ରୀା ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଠିକାଦାରଙ୍କ ଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌‌ ପାସ୍‌‌ କରିବା ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ବୁଧବାର ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories