www.samajalive.in
Saturday, December 13, 2025
26.1 C
Bhubaneswar

ବରିଷ୍ଠ ନେତା ଦାମୋଦର ରାଉତ ଗୁରୁତର

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଅବସ୍ଥା ଗୁରୁତର ହୋଇଛି। ସଙ୍କଟାପନ୍ନ ଅବସ୍ଥାରେ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଦାମଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ସୂଚନା ଦେଇଛନ୍ତି। ଦାମୋଦର ରାଉତଙ୍କ ବ୍ରେନ୍‌‌ ଡେଡ୍‌‌ ହୋଇଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories