www.samajalive.in
Friday, December 5, 2025
27.1 C
Bhubaneswar

ଓଡ଼ିଶାରେ ଜଣେ ଜିଲ୍ଲାପାଳ, ୨ ଏସପିଙ୍କୁ ବଦଳି ନିର୍ଦ୍ଦେଶ

ନୂଆଦିଲ୍ଲୀ: ଓଡ଼ିଶା, ପଶ୍ଚିମବଙ୍ଗ, ପଞ୍ଜାବ, ଗୁଜରାଟ ଭଳି ୪ଟି ରାଜ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟ ଓ ଏସପି ପଦବୀରେ ଅବସ୍ଥାପିତ କିଛି ଅଣକ୍ୟାଡର ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ନିର୍ବାଚନ ଆୟୋଗ। ଓଡ଼ିଶାରେ ୨ଜଣ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି। ଢେଙ୍କାନାଳ ଜିଲ୍ଲପାଳ, ଦେବଗଡ ଓ କଟକ ଗ୍ରାମାଞ୍ଚଳ ଏସପିଙ୍କୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିସନ। ସାଧାରଣ ନିର୍ବାଚନ ପୂର୍ବରୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories