www.samajalive.in
Tuesday, December 9, 2025
16.1 C
Bhubaneswar

ଭିସୁଟ୍ ଛାତ୍ରଛାତ୍ରୀଙ୍କୁ ମଡର୍ଣ୍ଣ ପୋଷାକ ମନା : ବସନ୍ତ ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କୁଳପତିଙ୍କ କଡା ନୋଟିସ୍

ସମ୍ବଲପୁର: ବସନ୍ତ ଉତ୍ସବ ପୂର୍ବରୁ ଭିସୁଟରେ ଛାତ୍ରଛାତ୍ରୀଙ୍କୁ କୁଳପତିଙ୍କ କଡ଼ା ନୋଟିସ । ଚଳିତ ବର୍ଷ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆଧୁନିକ ଏବଂ ଛୋଟ ପୋଷାକ ପିନ୍ଧି ଆସିପାରିବେନି ଛାତ୍ରଛାତ୍ରୀ । ପାରମ୍ପରିକ ପୋଷାକ ପିନ୍ଧି ଆସିବା ପାଇଁ ଛାତ୍ରଛାତ୍ରୀଙ୍କୁ ନୋଟିସ ଜାରି କରାଯାଇଛି । ଯଦି କେହି ଏହି ନିୟମକୁ ଖିଲାପ କରନ୍ତି , ତେବେ ତାଙ୍କୁ ଗେଟ୍ ଭିତରକୁ ଛଡ଼ା ନଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାଇ ଦିଆଯାଇଛି । ବସନ୍ତ ଉତ୍ସବ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବାବେଳେ ଏଥିରେ ରାଜ୍ୟର ସଂସ୍କୃତିକୁ ବଜାୟ ରଖିବାକୁ ପାଇଁ ଏଭଳି ନିଷ୍ପତ୍ତିି ନିଆଯାଇଥିବା କୁହାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories