www.samajalive.in
Monday, December 8, 2025
24.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ..

ଦାମ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ..

- Advertisement -

ଇଡି ଲକଅପରେ ରାତି କାଟିଲେ ଅରବିନ୍ଦ କେଜ୍ରିୱାଲ..

ଡାକ୍ତରୀ ପରୀକ୍ଷା ପରେ ଆଜି ସ୍ୱତନ୍ତ୍ର ଅଦାଲତରେ ହେବେ ହାଜର..

ଆଜିଠୁ ଆରମ୍ଭ ହେବ ଆଇପିଏଲ..

ପ୍ରଥମ ଦିନରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍‍ସ-ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ..

ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ..

ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ..

ପ୍ରଥମ ପ୍ରକ୍ରିୟା ଖାତାଦେଖା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ..

ନବରଙ୍ଗପୁର : ଅବସର ପ୍ରାପ୍ତ ଶିକ୍ଷକଙ୍କ ଠାରୁ ଲୁଟି ନେଲେ ୩ ଲକ୍ଷ..

୨୦୨୪ ଲୋକସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories