www.samajalive.in
Monday, December 15, 2025
16.1 C
Bhubaneswar

ଭୁଶୁଡି ଥିବା ଟନେଲ ନିର୍ମାଣକାରୀ କମ୍ପାନୀ ବିଜେପିକୁ ଦେଇଛି ୫୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ

ଡେସ୍କ: ଉତ୍ତରାଖଣ୍ଡରେ ସିଲ୍କିୟାରା-ବାରକୋଟ ଟନେଲ ନିର୍ମାଣ କରୁଥିବା ହାଇଦ୍ରାବାଦସ୍ଥିତ ନବଯୁଗ ଇଞ୍ଜିନିୟରିଂ କମ୍ପାନି ଲିମିଟେଡ୍ (ଏନ୍ଇସି) ୫୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍ କିଣିଛି ଏବଂ ସମ୍ପୂର୍ଣ୍ଣ ଅର୍ଥ ବିଜେପିକୁ ଦାନ କରିଛି। ୨୦୨୩ ନଭେମ୍ବର ୧୨ ତାରିଖରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ମୋଟ ୪୧ ଜଣ ଶ୍ରମିକ ଫସି ଯାଇଥିଲେ। ନଭେମ୍ବର ୨୮ ତାରିଖରେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଥିଲା।

ରାଜନୀତି କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲା ତୃଣମୂଳ କଂଗ୍ରେସ

- Advertisement -

୨୦୧୮ରେ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଦ୍ୱାରା ମଞ୍ଜୁରୀ ପ୍ରାପ୍ତ ସିଲ୍କିରା-ବାରକୋଟ ଟନେଲ ପ୍ରକଳ୍ପ ୨୦୨୨ରେ ଶେଷ ହେବାର ଥିଲା, କିନ୍ତୁ ଏହାର ସମୟସୀମା ବୃଦ୍ଧି କରାଯାଇଛି।

ବିଜେଡି ଛାଡିଲେ ସାଂସଦ ଭର୍ତ୍ତୃହରି, କହିଲେ ସୀମା ଟପିଲା ଧୈର୍ଯ୍ୟ

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories