www.samajalive.in
Sunday, December 7, 2025
23.1 C
Bhubaneswar

୨ଜଣ ଏସପି ଓ ଜଣେ ଜିଲ୍ଲାପାଳ ନିଯୁକ୍ତ

ଭୁବନେଶ୍ୱର: ଢେଙ୍କାନାଳର ନୂଆ ଜିଲ୍ଲାପାଳ ହେଲେ ଅମୃତ ଋତୁରାଜ । ୨୦୧୫ ବ୍ୟାଚର ଏହି ଆଇଏଏସଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସାଧାରଣ ପ୍ରଶାସନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଅନୁପମା ଜେମ୍ସ ଦେବଗଡର ନୂଆ ଏସପି ଭାବେ ନିଯୁକ୍ତି ପାଇଥିବା ବେଳେ ଏଲ ବିଦ୍ୟା କଟକ ଗ୍ରାମାଞ୍ଚଳ ଏସପି ହୋଇଛନ୍ତି । ଉଭୟଙ୍କ ନିଯୁକ୍ତି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଦାୟିତ୍ୱ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories