www.samajalive.in
Saturday, December 6, 2025
19.1 C
Bhubaneswar

ପପୁଆ ନ୍ୟୁ ଗିନିରେ ଶକ୍ତିଶାଳୀ ଭୂମିକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୬.୯ ରେକର୍ଡ

ନୂଆଦିଲ୍ଲୀ: ପପୁଆ ନ୍ୟୁ ଟିନିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୬.୯ ରେକର୍ଡ ହୋଇଛି। ଏହି ଅଞ୍ଚଳ ରିଙ୍ଗ ଅଫ୍ ଫାୟାର ଜୋନରେ ଆସୁଥିବାରୁ ସୁନାମୀ ଆଶଙ୍କା ରହିଛି। ଭୂପୃଷ୍ଠରୁ ୩୫ କିଲୋମିଟର ଗଭୀରରେ ଏହାର କେନ୍ଦ୍ରସ୍ଥଳୀ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। କିନ୍ତୁ ଭୂମିକମ୍ପ ପରେ ଲୋକ ଭୟଭୀତ ହୋଇପଡିଛନ୍ତି। ଗତବର୍ଷ ଏପ୍ରିଲ ମାସରେ ଏହି ଅଞ୍ଚଳରେ ଭୂମିକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୭.୦ ରହିଥିଲା। ଏଥିରେ ୭ ଜଣର ମୃତ୍ୟୁ ଘଟିଥିବାବେଳେ ବହୁ ଧନଜୀବନ ହାନୀ ଘଟିଥିଲା।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories