www.samajalive.in
Sunday, December 14, 2025
26.1 C
Bhubaneswar

ବିଜେଡିରେ ମିଶିଲେ ଇରାନୀ ରାୟ

ଭୁବନେଶ୍ବର: ବିଜେପି ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ମିଶିଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ଅରୁଣ ସାହୁ ଓ ସାଂସଦ ସସ୍ମିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜୁ ଜନତା ଦଳରେ ସାମିଲ ହୋଇଥିବା ଇରାନୀ କହିଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଇରାନୀ ରାୟ ୨୦୧୯ରେ ନୟାଗଡ ନିର୍ବାଚନ ମଣ୍ଡଳୀରୁ ବିଜେପିର ବିଧାୟିକା ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। କିଛିଦିନ ପୂର୍ବରୁ ସେ ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

- Advertisement -

 

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories