www.samajalive.in
Sunday, December 7, 2025
14.1 C
Bhubaneswar

ପବିତ୍ର ଦୋଳ ପୂର୍ଣ୍ଣମୀ: ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ଦୋଳପୂର୍ଣ୍ଣମୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ରତ୍ନ ସିଂହାସନରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଠାରେ ୩୨ ପ୍ରକାର ଅଳଙ୍କାର ଲାଗି ହେବ । ସକାଳ ଧୂପ ଶେଷ ହେବାପରେ ଘଣ୍ଟ ଘଣ୍ଟା କାହାଳୀ ପଟୁଆରରେ ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ବିମାନରେ ବସି ଦୋଳବେଦୀକୁ ବିଜେ କରିବେ । ପରମ୍ପରା ଅନୁସାରେ ସେଠାରେ ଅବିର  ଖେଳ ହେବ । ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ସୁଯୋଗ ପାଇବେ ଭକ୍ତ ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories