www.samajalive.in
Saturday, December 13, 2025
21.1 C
Bhubaneswar

କାନ୍ଥ ଭୁଶୁଡି ବାପା-ପୁଅ ମୃତ: ଗୁରୁତର ମା ହସ୍ପିଟାଲରେ ଭର୍ତ୍ତି

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ଅଘଟଣ । କାନ୍ଥ ଭୁଶୁଡି ପଡିବାରୁ ୩ଜଣ କାନ୍ଥ ତଳେ ଚାପି ହୋଇଥିଲେ । ଗୁରୁତର ଅବସ୍ଥାରେ ବାପା, ମା ଓ ପୁଅଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ବାପା ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ମାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories