www.samajalive.in
Saturday, December 6, 2025
26.1 C
Bhubaneswar

ୱାଏନାଡରେ ରାହୁଲଙ୍କୁ ଟକ୍କର ଦେବେ କେ ସୁରେନ୍ଦ୍ରନ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ୱାଏନାଡ ଲୋକସଭା ଆସନରେ ଏଥର ହାଇପ୍ରୋଫାଇଲ ଲଢେଇ ହେବାକୁ ଯାଉଛି । କଂଗ୍ରେସର ଗଡ କୁହାଯାଉଥିବା ଏହି ଆସନରୁ ରାହୁଲ ଗାନ୍ଧୀଙ୍କୁ କଡା ଟକ୍କର ଦେବାକୁ କେରଳ ବିଜେପି ମୁଖ୍ୟ କେ ସୁରେନ୍ଦ୍ରନଙ୍କୁ ବିଜେପି ଟିକେଟ ଦେଇଛି । ୨୦୦୯ ମସିହାରୁ କଂଗ୍ରେସ ଲଗାତାର ଏହି ଆସନରୁ ଜିତି ଆସୁଛି । ରାହୁଲ ଗତ ନିର୍ବାଚନରେ ଆମେଥିରେ ପରାଜିତ ହୋଇଥିଲେ ମଧ୍ୟ ୱାଏନାଡରୁ ଜିତି ସମ୍ମାନ ବଞ୍ଚାଇଥିଲେ ।
ଗତ ନିର୍ବାଚନରେ ପଥନମଥାଠା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିବା ସୁରେନ୍ଦ୍ରନ ତୃତୀୟ ସ୍ଥାନରେ ରହିଥିଲେ । ଏହାପରେ ବିଜେପି ତାଙ୍କୁ ୨୦୨୦ରେ କେରଳ ମୁଖ୍ୟ ଭାବରେ ନିଯୁକ୍ତି ଦେଇଥିଲା । ୨୦୨୪ ନିର୍ବାଚନରେ ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଗୁରୁ ଦାୟିତ୍ୱ ଦେଇଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories