www.samajalive.in
Monday, December 8, 2025
17.1 C
Bhubaneswar

ଇସ୍ତଫା ଦେଲେ କୁଳପତି

ଡେସ୍କ: କେରଳର ୱାୟନାଡସ୍ଥିତ ପ୍ରାଣୀ ଚିକିତ୍ସା ଓ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟର କୁଳପତି ଡ. ପିସି ଶଶିନ୍ଦ୍ରନ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ କାରଣରୁ କୁଳପତି ଇସ୍ତଫା ଦେଇଛନ୍ତି କହିଛନ୍ତି।

ଇସ୍ତଫା ଦେବା ପୂର୍ବରୁ କୁଳପତି ଗତ ମାସରେ ବିଶ୍ୱବିଦ୍ୟାଳୟ ଛାତ୍ର ସିଦ୍ଧାର୍ଥନ ହତ୍ୟା ମାମଲାରେ ନିଲମ୍ବିତ ହୋଇଥିବା ସମସ୍ତ ୩୩ ଜଣ ଛାତ୍ରଙ୍କୁ ପୁନଃ ଅବସ୍ଥାପିତ କରିଥିଲେ। ସିଦ୍ଧାର୍ଥନଙ୍କୁ କିଛି ଛାତ୍ର ଆକ୍ରମଣ କରିଥିଲେ, ଯେଉଁଥିରେ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories