www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ବୁଧବାର ଶ୍ରୀଜୀଉଙ୍କ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ  ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories