ଡେସ୍କ: ଜମ୍ମୁ-କଶ୍ମୀରର ଉଧମପୁର ଆସନରୁ ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ଆଉ ଦୁଇ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଉଧମପୁର ନିର୍ବାଚନ ମଣ୍ଡଳୀରୁ ମୋଟ ପ୍ରାର୍ଥୀଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି।
Popular Categories



