www.samajalive.in
Sunday, December 14, 2025
19.1 C
Bhubaneswar

ପୋଲ ସହ ଧକ୍କା ହେବା ପରେ ବୁଡିଗଲା ଜାହାଜ, ଭୁଶୁଡି ପଡିଲା ପୋଲର ବଡ ଅଂଶ

ଡେସ୍କ: ଆମେରିକାର ବାଲ୍ଟିମୋରରେ ଏକ ଜାହାଜ ସହ ଧକ୍କା ହେବା ପରେ ଫ୍ରାନ୍ସିସ୍ ସ୍କଟ୍ ବ୍ରିଜର ଏକ ବଡ଼ ଅଂଶ ଭୁଶୁଡ଼ି ପଡ଼ିଛି। ବ୍ରିଜକୁ ଧକ୍କା ଦେବା ପରେ ଜାହାଜଟି ବୁଡ଼ି ଯାଇଥିଲା। ଅତ୍ୟଧିକ ଥଣ୍ଡା ଓ କମ୍ ଦୃଶ୍ୟମାନତା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ନିଖୋଜ ଥିବା ୨୦ ଜଣଙ୍କୁ ଠାବ କରିବା ଲାଗି ଉଦ୍ଧାରକାରୀ ଦଳ ଚେଷ୍ଟା ଚଳାଇଛନ୍ତି। ଅନେକ ଗାଡ଼ି ନଦୀରେ ଖସି ପଡ଼ିଥିବା ସୂଚନା ମିଳିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories