www.samajalive.in
Tuesday, December 9, 2025
16.1 C
Bhubaneswar

ସିୟୁଇଟି-ୟୁଜି ୨୦୨୪ ଆବେଦନର ଶେଷ ତାରିଖ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି

ଡେସ୍କ: ସିୟୁଇଟି-ୟୁଜି ୨୦୨୪ ପାଇଁ ଆବେଦନ ଫର୍ମ ଦାଖଲ କରିବାର ଶେଷ ତାରିଖକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୟୁଜିସି ଅଧ୍ୟକ୍ଷ ଏମ୍ ଜଗଦେଶ କୁମାର କହିଛନ୍ତି ଯେ ବିଭିନ୍ନ ସ୍ଥରରୁ ଅନୁରୋଧ ପାଇବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସିୟୁଇଟି (ୟୁଜି)-୨୦୨୪ ପରୀକ୍ଷା ୩୮୦ଟି ସହରରେ ଅନୁଷ୍ଠିତ ହେବ। ସେଥିମଧ୍ୟରୁ ୨୬ଟି ସହର ଭାରତ ବାହାରେ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories