www.samajalive.in
Sunday, December 7, 2025
14.1 C
Bhubaneswar

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୬ ମୃତ

ଡେସ୍କ: ପାକିସ୍ତାନର ଖାଇବର ପଖ୍ତୁନଖୱାର ଶାଙ୍ଗଲାଠାରେ ଆଜି ହୋଇଥିବା ଆତ୍ମଘାତୀ ଆକ୍ରମଣରେ ୫ ଜଣ ଚୀନ୍ ନାଗରିକ ଓ ଜଣେ ପାକିସ୍ତାନୀ ପ୍ରାଣ ହରାଇଛନ୍ତି। ଚୀନ୍ ଯବାନମାନେ ଯାଉଥିବା ଗାଡି ଉପରେ ଆତ୍ମଘାତୀ ଆକ୍ରମଣ ହୋଇଥିବା ଜଣାପଡିଛି। ଚୀନ୍ ଯବାନମାନେ ଇସଲାମାବାଦରୁ ଦାସୁ କ୍ୟାମ୍ପ ଅଭିମୁଖେ ଯାଉଥିଲେ। ପ୍ରାଦେଶିକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories