www.samajalive.in
Saturday, December 6, 2025
26.1 C
Bhubaneswar

ଆସାମ ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ – ପ୍ରାର୍ଥୀପତ୍ର ଦାଖଲ କଲେ ୧୧ ଜଣ

ଡେସ୍କ: ଆସାମରେ ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ୧୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଦିବୃଗଡ଼ରୁ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ସର୍ବାନନ୍ଦ ସୋନୋୱାଲ, ଜୋରହାଟରୁ କଂଗ୍ରେସ ସାଂସଦ ଗୌରବ ଗୋଗୋଇ, ଲକ୍ଷ୍ମୀପୁରରୁ ବିଜେପି ସାଂସଦ ପ୍ରଦନ ବରୁଆ ଏବଂ ଦିବୃଗଡ଼ରୁ ଆସାମ ଜାତୀୟ ପରିଷଦ ମୁଖ୍ୟ ଲୁରିନ୍ଜ୍ୟୋତି ଗୋଗୋଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି (ବୁଧବାର) ଏହି ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories