www.samajalive.in
Monday, December 8, 2025
24.1 C
Bhubaneswar

ଆଇପିଏଲ୍ ମହାସମର: ଚେନ୍ନାଇ ସୁପର କିଙ୍ଗ୍ସର ବଡ ବିଜୟ, ଆଜି ସନରାଇଜର୍ସ ହାଇଦ୍ରାବାଦ-ମୁମ୍ବାଇ ଇଣ୍ଡିଆନ୍ସ ଟକ୍କର

ନୂଆଦିଲ୍ଲୀ: ଆଇପିଏଲ୍ ମହାସମର। ଆଇପିଏଲର ସପ୍ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଦମଦାର ବିଜୟ। ଗୁଜୁରାଟ ଟାଇଟନ୍ସକୁ ୬୩ ରନରେ ହରାଇ ଚେନ୍ନାଇ ସୁପର କିଙ୍ଗ୍ସ ବିଜୟୀ ହୋଇଛି। ଚେନ୍ନାଇ ୨୦ ଓଭର ଖେଳି ୨୦୬ ରନ୍ କରିଥିଲା ।  ଦଳ ପାଇଁ ସୁଦର୍ଶନ ସର୍ବାଧିକ ୩୭ ରନ୍ କରିଥିଲେ । ଋଦ୍ଧିମାନ ଶାହ ଏବଂ ଡେଭିଲ ମିଲର ୨୧ ଲେଖାଏଁ ରନ୍ କରିଥିଲେ। ଅନ୍ୟ ଖେଳାଳୀଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଚେନ୍ନାଇ ପକ୍ଷରୁ ଦୀପକ ଚାହର , ମୁସ୍ତଫିଜୁର ରହମାନ ଓ ତୁଷାର ଦେଶପାଣ୍ଡେ ଦୁଇଟି ଲେଖାଏଁ ୱିକେଟ୍ ନେଇଥିଲେ। ଟସ୍ ହାରି ବ୍ୟାଟିଂ କରିଥିବା ଚେନ୍ନାଇ ୬ ୱିକେଟରେ ହରାଇ ୨୦୬ ରନ୍ କରିଥିଲା। ସେପଟେ ଆଜି ସନ୍ଧ୍ୟାରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମୁହାମୁହିଁ ହେବେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories