www.samajalive.in
Friday, December 5, 2025
20.1 C
Bhubaneswar

୧୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ଦଳ ଶିବସେନା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କରିଛି । ତାଲିକାରେ ୧୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ଉଦ୍ଧବ ଠାକରେ । କଂଗ୍ରେସର ଅସନ୍ତୋଷ ଭିତରେ ଇଣ୍ଡିଆ ମେଣ୍ଟରେ ଥିବା ଶିବସେନା ସଙ୍ଗାଲି ଲୋକସଭା ଆସନରୁ ମଧ୍ୟ ଜଣେ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି । ଏଭଳି ପରିସ୍ଥିତିରେ ବିରୋଧୀ ଶିବିରରେ ଅସନ୍ତୋଷ ଥିବା ସ୍ପଷ୍ଟ ହୋଇଛି । ପ୍ରାର୍ଥୀଙ୍କ ତାଲିକା ଘୋଷଣା ନେଇ ଶିବସେନା ନେତା ସଞ୍ଜୟ ରାୱତ ଏକ୍ସରେ ପୋଷ୍ଟ କରିଛନ୍ତି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories