www.samajalive.in
Thursday, December 11, 2025
16.1 C
Bhubaneswar

ଗୋଆରୁ ଗାଏବ ହୋଇଗଲେ ନେପାଳ ମେୟରଙ୍କ ଝିଅ, ମିଳୁନି ପତ୍ତା

ନୂଆଦିଲ୍ଲୀ: ଗୋଆରୁ ଗାଏବ ହୋଇଗଲେ ନେପାଳର ଜଣେ ମେୟରଙ୍କ ଝିଅ। ଗତ କିଛି ମାସ ହେଲା ଗୋପାଳ ହମଲଙ୍କ ୩୩ ବର୍ଷୀୟା ବଡ଼ ଝିଅ ଆରତୀ ହମଲ ଓସୋ ମେଡିଟେସନ ସେଣ୍ଟରକୁ  ଆସି ରହୁଥିଲେ । ମଙ୍ଗଳବାରଠାରୁ ତାଙ୍କର ପତ୍ତା ମିଳୁନି। ଝିଅ ନିଖୋଜ ହେବାର ଖବର ପାଇବା ପରେ ମେୟର ଗୋପାଳ ହମଲ ଝିଅକୁ ଖୋଜିବା ନିମନ୍ତେ ସୋସିଆଲ ମିଡିଆରେ ସମସ୍ତଙ୍କୁ ନିବେଦନ କରିଛନ୍ତି। ଗତ ସୋମବାର ସନ୍ଧ୍ୟାରେ ତାଙ୍କୁ ଶେଷ ଥର ପାଇଁ ଆସଭେମ୍ ବ୍ରିଜ୍  ନିକଟରେ ତାଙ୍କୁ ଦେଖିବାକୁ ମିଳିଥିଲା। ଆରତୀ ନିଖୋଜ ହେବା ନେଇ ଓସୋ ମେଡିଟେସନ ସେଣ୍ଟର ପକ୍ଷରୁ ତାଙ୍କ ପରିବାରକୁ ଅବଗତ କରାଯାଇଥିଲା। ପୁଲିସ୍ ଏ ନେଇ ଏକ ମାମଲା ରୁଜ୍ଜୁ କରି  ଖୋଜାଖୋଜି ଆରମ୍ଭ କରିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories