www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର ଲୋକସଭା ଆସନରୁ ମନ୍ମଥ ରାଉତରାୟ ପ୍ରାର୍ଥୀ ହୋଇଛନ୍ତି । ଏଠାରେ ବିଜେପିରୁ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ସୁନ୍ଦରଗଡରୁ ଶ୍ରୀ ଦୀଲିପ ତିର୍କୀ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁରରୁ ପ୍ରଦୀପ ମାଝି, ଆସିକାରୁ ରଞ୍ଜିତା ସାହୁ, କଳାହାଣ୍ଡିରୁ ଲମ୍ବୋଧର ନିଆଲ ଏବଂ କୋରାପୁଟରୁ କୌଶଲ୍ୟା ହିକ୍କକା ଟିକେଟ ଦେଇଛି ବିଜେଡି ।

Hot this week

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

Related Articles

Popular Categories