www.samajalive.in
Monday, December 8, 2025
17.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

- Advertisement -

୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି..

ନିର୍ବାଚନ ପୂର୍ବରୁ ପୁଲିସ ପଞ୍ଝାରେ କୁଖ୍ୟାତ ଅପରାଧି..

୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ..

ଲୋକସଭା ନିର୍ବାଚନରେ ଏଥର ସମ୍ବଲପୁର ଆସନରେ ବଡ ଲଢେଇ ହେବ ..

ଏଠାରେ ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ପକ୍ଷରୁ ମଇଦାନକୁ ଓହ୍ଲାଇବେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ..

ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ..

ସବୁ ରାଜ୍ୟରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ନୀତିନ ଗଡକରୀ..

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories