www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଫଗାନିସ୍ତାନରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ..

ଆଇପିଏଲରେ ଆଜି ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଟକ୍କର..

- Advertisement -

ବିଜୟ ଅଭିଯାନ ଜାରି ରଖିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ରାଜସ୍ଥାନ..

ଆଜି ଶେଷ ହେବ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି, ଦିନ ୨ଟାରେ କୋର୍ଟରେ ହେବେ ହାଜର..

ପାଟଣାଗଡରୁ ଲକ୍ଷାଧିକ ଟଙ୍କାର ଜାଲ ନୋଟ୍ ଜବତ: ଦୁଇ ଗିରଫ..

ବେଜିଂରେ ଭାରତ-ଚୀନ୍ ମଧ୍ୟରେ କୂଟନୈତିକ ବୈଠକ: ଏଲଏସିରେ ଶାନ୍ତି ପାଇଁ ଆଲୋଚନା..

ନବରଙ୍ଗପୁରରେ ସଡକ ଦୁର୍ଘଟଣାରେ ବୃଦ୍ଧା ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ..

ଯାଜପୁରରେ ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର..

ଟିକେଟ ନମିଳିବାରୁ କୀଟନାଶକ ପିଇ ଦେଇଥିବା ତାମିଲନାଡୁ ସାଂସଦ ଏ ଗଣେଶ ମୂର୍ତ୍ତିଙ୍କ ହୃଦଘାତରେ ପରଲୋକ..

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories