www.samajalive.in
Saturday, December 13, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ..

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ..

- Advertisement -

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବଡ ମିଶ୍ରଣ ପର୍ବ..

ବିଜେପିରେ ଯୋଗ ଦେଲେ ସିଦ୍ଧାନ୍ତ ମହାପାତ୍ର, ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା..

ଆଇପିଏଲରେ ଆଜି ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଟକ୍କର..

ବିଜୟ ଅଭିଯାନ ଜାରି ରଖିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ରାଜସ୍ଥାନ..

ଏପ୍ରିଲ ୧ ଯାଏଁ ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ୪ ଦିନ ବଢ଼ିଲା କେଜ୍ରିୱାଲଙ୍କ ରିମାଣ୍ଡ ଅବଧି

ପାଟଣାଗଡରୁ ଲକ୍ଷାଧିକ ଟଙ୍କାର ଜାଲ ନୋଟ୍ ଜବତ: ଦୁଇ ଗିରଫ..

ବେଜିଂରେ ଭାରତ-ଚୀନ୍ ମଧ୍ୟରେ କୂଟନୈତିକ ବୈଠକ: ଏଲଏସିରେ ଶାନ୍ତି ପାଇଁ ଆଲୋଚନା..

ନବରଙ୍ଗପୁରରେ ସଡକ ଦୁର୍ଘଟଣାରେ ବୃଦ୍ଧା ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ..

ଯାଜପୁରରେ ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର..

ଟିକେଟ ନମିଳିବାରୁ କୀଟନାଶକ ପିଇ ଦେଇଥିବା ତାମିଲନାଡୁ ସାଂସଦ ଏ ଗଣେଶ ମୂର୍ତ୍ତିଙ୍କ ହୃଦଘାତରେ ପରଲୋକ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories