www.samajalive.in
Sunday, December 14, 2025
23.1 C
Bhubaneswar

ମୁଡକି ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲିଭା ଉଦ୍ୟମ ଜାରି

ଭୁବନେଶ୍ବର: ମୁଡକି ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ। ବଡ଼ ଧରଣର ବିସ୍ଫୋରଣ ସହ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ପଳାଶପଲ୍ଲୀ ପୁନାମା ଗେଟ ନିକଟରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ତେଲ କଡ଼େଇରୁ ନିଆଁ ଲାଗିଥିବା ସୂଚନା ମିଳିଛି। ଖବର ପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇଥିବା ଜଣାପଡ଼ି ନାହିଁ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories