www.samajalive.in
Saturday, December 6, 2025
15.1 C
Bhubaneswar

ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ପ୍ରବଳ ଭିଡ

ପୁରୀ: ଶୁକ୍ରବାର ପୁରୀ ଶ୍ରୀମନ୍ଦିରର ପଶ୍ଚିମଦ୍ୱାର ପଟେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ପ୍ରଚଣ୍ଡ ତାତିରେ ଲମ୍ବା ଲାଇନରେ ଛିଡା ହୋଇ ହନ୍ତସନ୍ତ ହେଉଛନ୍ତି ଭକ୍ତ। ପ୍ରବଳ ତାତି ଓ ଗୁଳୁଗୁଳି ଯୋଗୁଁ ବଡଦାଣ୍ଡରେ ଚାଲି ଚାଲି ଯିବା ଶ୍ରଦ୍ଧାଳୁଙ୍କ ପାଇଁ କଷ୍ଟକର ହୋଇଥିବାରୁ ସେମାନେ ପଶ୍ଚିମଦ୍ୱାର ପଟେ ଭିଡ ଲଗାଇଥିଲେ। ଏହାପରେ ସେଠାରେ ଘଣ୍ଟା ଘଣ୍ଟା ଧରି ଲାଇନରେ ଛିଡା ହେବାକୁ ପଡିଛି। ମନ୍ଦିର ଭିତରକୁ ଶୀଘ୍ର ପଶିବା ପାଇଁ ଭକ୍ତଙ୍କ ମଧ୍ୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ପୁଲିସ କର୍ମୀ ଏହାକୁ ନିୟନ୍ତ୍ରଣ କରିବାକୁ ପ୍ରୟାସ କରୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories