www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବିଜେଡିରେ ମିଶିଲେ ସୁରେନ୍ଦ୍ର ସିଂ ଭୋଇ..

ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ..

- Advertisement -

ସୁରେନ୍ଦ୍ର ସିଂ କାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ..

ଆଜି ପୁରୀ ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ପ୍ରବଳ ଭିଡ..

ପ୍ରଚଣ୍ଡ ତାତିରେ ଲମ୍ବା ଲାଇନରେ ଛିଡା ହୋଇ ହନ୍ତସନ୍ତ ହେଲେ ଭକ୍ତ..

କଟକ : ମୁହଁରେ ସ୍ପ୍ରେ କରି ମଟନ୍‌‌ ଦୋକାନୀଙ୍କୁ ଲୁଟିଲେ ଦୁର୍ବୃତ୍ତ..

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ..

ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି..

୨୦୧୯ରେ ବିଜେପି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁକାନ୍ତ..

ଉପରମୁହାଁ ପାରଦ..

ବଢିବ ତାତି.. ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ଅସମ୍ଭାଳ ତାତି ଅନୁଭୂତ ହେବ..

ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ..

ସାଢେ ୨ଟା ସୁଦ୍ଧା ୩୯ ଡିଗ୍ରୀ ଟପିଲା ଦିନ ତାପମାତ୍ର।..

ସାଢେ ୨ଟା ସୁଦ୍ଧା ଝାରସୁଗୁଡା ସର୍ବାଧିକ ୩୯.୧ ଡିଗ୍ରୀ ରେକର୍ଡ..

ସମ୍ବଲପୁରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ..

ସମଲେଶ୍ୱରୀଙ୍କ ଦର୍ଶନ କଲେ ପ୍ରଣବ: କହିଲେ ବିଜେଡିର ବଡ ବିଜୟ ହେବ..

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories