www.samajalive.in
Sunday, December 14, 2025
14.1 C
Bhubaneswar

ସେପଟେ ବନାଗ୍ନି ସଚେତନତା, ଏପଟେ ଲାଗିଛି କ୍ଷେତରେ ନିଆଁ

ରେଙ୍ଗାଲି: ଗୋଟିଏ ପଟେ ବନ ବିଭାଗ ବନାଗ୍ନି ସଚେତନତା କାର୍ଯ୍ୟକ୍ରମ କରୁଥିବା ବେଳେ ଅନ୍ୟପଟେ ଧାନ ଅମଳ ସାରି ଶୁଖା ପଡିଥିବା କ୍ଷେତରେ ହୁହୁ ହୋଇ ନିଆଁ ଜଳୁ ଥିବାର ଦୃଶ୍ୟ ଏକ ନିତିଦିନିଆ ଘଟଣାରେ ପରିଣତ ହେଲାଣି। ଧାନ କ୍ଷେତରେ ନିଆଁ ଲାଗି ଦାବାନଳ ଭଲି ବ୍ୟାପି ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ସଚେତନତାର ଘୋର ଅଭାବ ଯୋଗୁଁ କ୍ଷେତରେ ନିଆଁ ଲଗାଇବା ପ୍ରକ୍ରିୟା ଦିନକୁ ଦିନ ବଢି ଚାଲିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories