www.samajalive.in
Sunday, December 7, 2025
14.1 C
Bhubaneswar

କେଜ୍ରିୱାଲଙ୍କ ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାୟର କରାଯାଇଛି। ହିନ୍ଦୁସେନା ପକ୍ଷରୁ ଦାୟର ହୋଇଥିବା ପିଆଇଏଲ୍‌ରେ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବହିଷ୍କାର କରିବାକୁ ଦାବି କରାଯାଇଛି। କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବହିଷ୍କାର କରିବା ଲାଗି ଉଚ୍ଚ ନ୍ୟାୟାଳୟ ଦିଲ୍ଲୀ ଉପରାଜ୍ୟପାଳଙ୍କୁ ନିର୍ଦେଶ ଦିଅନ୍ତୁ ବୋଲି ହିନ୍ଦୁସେନା ଦାବି କରିଛି। ଗୁରୁବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଅନୁରୂପ ଏକ ପିଆଇଏଲ୍‌କୁ ଅଗ୍ରାହ୍ୟ କରିଦେଇଥିଲେ। ଅଦାଲତ କହିଥିଲେ ଯେ ଏହି ପ୍ରସଙ୍ଗରେ ନ୍ୟାୟିକ ହସ୍ତକ୍ଷେପ କରାଯାଇପାରିବ ନାହିଁ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories