www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ୫ ମହାନ ବ୍ୟକ୍ତିତ୍ୱଙ୍କୁ ପ୍ରଦାନ କରାଯିବ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ୫ ମହାନ ବ୍ୟକ୍ତିତ୍ୱଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ୍‌‌, ଚୌଧୁରୀ ଚରଣ ସିଂହ, ପିଭି ନରସିଂହ ରାଓ ଓ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବ। ସୂଚନା ଅନୁସାରେ ଅସୁସ୍ଥ ଥିବା ହେତୁ ଆସନ୍ତାକାଲି ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଭାରତ ରତ୍ନ ପ୍ରଦାନ କରାଯିବ। ଆଜି ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସମାରୋହରେ କିଛି ସ୍ୱତନ୍ତ୍ର ଅତିଥିଙ୍କୁ ଆମନ୍ତ୍ରଣ କରାଯାଇଛି । ଏଥିରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କର୍ପୁରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଉପସ୍ଥିତ ରହି ନିଜ ପିତାଙ୍କ ସମ୍ମାନ ଗ୍ରହଣ କରିବେ ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories