www.samajalive.in
Friday, December 5, 2025
17.1 C
Bhubaneswar

ମହାନଦୀ ପଥରସନ୍ଧିରେ ଶ୍ରମିକଙ୍କ ମୃତ୍ୟୁ

ବୌଦ୍ଧ: ବୌଦ୍ଧ କୁଲାରୀକୁଦା ମହାନଦୀ ଘାଟରେ ଅଭାବନୀୟ ଘଟଣା ଘଟିଛି। ରତ୍ନ ପଥର ଖନନ ବେଳେ ପଥର ସନ୍ଧିରେ ଫସିରହିଥିବା ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ରତ୍ନପଥର ଖନନ ପ୍ରକ୍ରିୟା ଚାଲିଥିବାବେଳେ ଜଣେ ଶ୍ରମିକ ଏକ ବିରାଟ ପଥରରେ ଫସିଯାଇଥିଲେ । ତେବେ ସେହି ସମୟରେ ୧୦ରୁ ୧୨ଜଣ ଶ୍ରମିକ କାମ ବନ୍ଦ କରି ଖାଇବାକୁ ଯାଇଥିଲେ । ଏବଂ ଜଣେ ମାତ୍ର ଶ୍ରମିକ କାମରେ ଲାଗିଥିବା ବେଳେ ପଥର ସନ୍ଧିରେ ଚାପି ହୋଇଯାଇଥିଲେ । ପରେ ଏ ନେଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣାର ୬ଘଣ୍ଟା ପରେ ବି  ଅଗ୍ନିଶମ ବାହୀନି ଉଦ୍ଧାର କାର୍ଯ୍ୟ ରେ ସଫଳ ହୋଇନଥିଲେ।  ଶନିବାର ସକାଳୁ  ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories